15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।