4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ। 5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।