5 ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ? 6 ଯୀଶୁ ତାହାଙ୍କୁ କହିଲେ, "ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।