9 ଯୀଶୁ ତାହାଙ୍କୁ କହିଲେ, "ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?