24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Publicidade

+581 estão orando agora.
Junte-se à corrente de oração.