25 ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି; 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।"