Pular para o conteúdo
Publicidade

ଯୋହନ 18:37,38

37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, "ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।" 38 ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।

ଯୀଶୁଙ୍କୁ ପ୍ରାଣଦଣ୍ଡ

(ମାଥିଉ 27:15-31; ମାର୍କ 15:6-20; ଲୂକ 23:13-25)

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.