ଯୀଶୁଙ୍କ କ୍ରୁଶବିଦ୍ଧ
17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।