ଯୀଶୁଙ୍କ ସମାଧି
38 ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।

+581 estão orando agora.
Junte-se à corrente de oração.