39 ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ। 40 ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ।