କାନ୍ନା ବିବାହ ଭୋଜରେ ଯୀଶୁ
1 ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ; 2 ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।