5 ଯୀଶୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ। 6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା। 7 ‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
Publicidade