18 ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।
Publicidade