11 ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।