ଯୀଶୁ ଜଗତର ଜ୍ୟୋତିଃ
12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, "ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।"

+581 estão orando agora.
Junte-se à corrente de oração.