15 ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ। 16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।
Publicidade

+581 estão orando agora.
Junte-se à corrente de oração.