ସ୍ୱାଧୀନ ଏବଂ କ୍ରୀତଦାସ
31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, "ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
32 ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।"