ଜନ୍ମାନ୍ଧକୁ ଦୃଷ୍ଟି ପ୍ରଦାନ
1 ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ।
34 ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।
35 ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, "ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?"