38 ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।
39 ପୁଣି, ଯୀଶୁ କହିଲେ, "ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।"