5 "ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ;
ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।"