12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି,
ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି
ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;