6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ;
ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ?
କାରଣ ତାହା ତୁମ୍ଭର ପ୍ରାପ୍ୟ;
ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ
ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।