19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ
ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ,
ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ,
"ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା,
ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

+581 estão orando agora.
Junte-se à corrente de oração.