ପରମେଶ୍ୱରଙ୍କ ଉପରେ ନିର୍ଭର
5 ସଦାପ୍ରଭୁ ଏହି କଥା କହନ୍ତି;
"ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ,
ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ,
ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।