9 ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ;
କିଏ ତାହା ଜାଣିପାରେ?
10 "ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ
ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ,
ଆମ୍ଭେ ମର୍ମ ପରୀକ୍ଷା କରୁ।"