24 ସଦାପ୍ରଭୁ କହନ୍ତି,
ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ,
ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ?
ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?