12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। 13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
Publicidade