3 "ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ,
ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ,
ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।