9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ,
ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା,
ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ;
କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।