14 ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି,
"ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ
ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।