Publicidade

Josué 10

25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, "ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-