22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, "ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।" ତହିଁରେ ସେମାନେ କହିଲେ, "ଆମ୍ଭେମାନେ ସାକ୍ଷୀ।"
Publicidade