7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, "ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?"