3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, "ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।"
Publicidade
ବିଚାରକର୍ତ୍ତା 17
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.