Pular para o conteúdo
Publicidade

ବିଚାରକର୍ତ୍ତା 2:16,18

ବିଚାରକର୍ତ୍ତୃଗଣ

16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। 18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.