14 ସେତେବେଳେ ଦବୋରା ବାରକ୍କୁ କହିଲେ, "ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?" ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।
Publicidade

+581 estão orando agora.
Junte-se à corrente de oração.