4 ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ। 5 ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।