8 ତହୁଁ ବାରକ୍ ଦବୋରାଙ୍କୁ କହିଲା, "ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।"