20 ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, "ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।"