21 ଆଉ, ସେ କହିଲା, "ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।"