18 ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ;
ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।
19 ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ;
ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।