14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର;
ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ!
ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?"