4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ,
ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।
5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା?
ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
8 ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା,
ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
12 ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ
ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
31 ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର?
ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?