ଯୀଶୁଙ୍କ ଜନ୍ମର ପୂର୍ବ ସୂଚନା
26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।