30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Publicidade

+581 estão orando agora.
Junte-se à corrente de oração.