ମରୀୟମଙ୍କ ସ୍ତୁତିଗାନ
46 ଏଥିରେ ମରୀୟମ କହିଲେ,
"ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
47 ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;
46 ଏଥିରେ ମରୀୟମ କହିଲେ,
"ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
47 ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;