ଯୀଶୁ ଓ ବାଲ୍ଜିବୂଲ୍
14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।