10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।