4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? 5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।"
Publicidade