ହଜିଲା ମେଣ୍ଢାର ଦୃଷ୍ଟାନ୍ତ
1 ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ। 2 ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!